୧୦ ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା

ଭୁବନେଶ୍ୱର() ଆଜି ରାଜ୍ୟର ୧୦ ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଏହିସବୁ ଜିଲ୍ଲାରେ ପ୍ରବଳ ବର୍ଷା ସହ ଘଡଘଡିର ସମ୍ଭାବନା ରହିଛି । ଏହି ଜିଲ୍ଲା ଗୁଡିକ ହେଲା ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଢ଼େଙ୍କାନାଳ, ଅନୁଗୁଳ, ବୌଦ୍ଧ, ସୋନପୁର, ବଲାଙ୍ଗୀର, ଦେଓଗଡ଼ ଏବଂ ବରଗଡ଼ । ବଜ୍ରପାତ ବିପଦ ଥିବାରୁ ଏହି ସବୁ ଜିଲ୍ଲାର ଲୋକମାନଙ୍କୁ ସତର୍କ ରହିବାକୁ ଆଗୁଆ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

Share

Leave a Reply

Your email address will not be published. Required fields are marked *

four × 5 =