୨୪ ଜିଲ୍ଲାରେ ବର୍ଷା ସହ ଘଡ଼ଘଡ଼ି ସମ୍ଭାବ

ଭୁବନେଶ୍ୱର() ୨୪ ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା । ଏନେଇ ଆଂଚଳିକ ପାଣିପାଗ ସତର୍କ ସୂଚନା ଜାରି କରିଛି । ଏହି ଜିଲା ଗୁଡିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ବାଲେଶ୍ବର, ଭଦ୍ରକ, ଯାଜପୁର, ଜଗତ୍ସିଂହପୁର, କେନ୍ଦ୍ରାପଡ଼ା, କଟକ, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଞ୍ଜାମ, ଗଜପତି, ପୁରୀ, ଖୋର୍ଧା ଓ ନୟାଗଡ଼ରେ । ୧୩ ତାରିଖ ସକାଳ ପର୍ୟ୍ୟନ୍ତ କେତେକ ସ୍ଥାନରେ ମେଘୁଆ ପାଗ ରହିବା ସହ ଘଡ଼ଘଡ଼ି ଓ ବଜ୍ରପାତ ହୋଇପାରେ। ଏହା ପରେ ପାଗରେ ପରିବର୍ତ୍ତନ ଆସିବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

Share

Leave a Reply

Your email address will not be published. Required fields are marked *

five × 4 =