Latestରାଜ୍ୟ ୨ ଜିଲ୍ଲାକୁ ସତର୍କ ସୂଚନା June 5, 2019 admin ଭୁବନେଶ୍ବର() ୨ଟି ଜିଲ୍ଲାକୁ ସତର୍କ ସୂଚନା ଦିଆଯାଇଛି। ମୟୂରଭଂଜ ଓ ବାଲେଶ୍ୱର ପାଇଁ ଏହି ସତର୍କ ସୂଚନା ଜାରି କରାଯାଇଛି। ଏହି ଦୁଇଟି ଜିଲ୍ଲାରେ ଆଜି ଝଡ଼, ବର୍ଷା, ପବନ ସହିତ ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। କିଛି ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ଜାରି ରହିଛି। Share