Friday, October 30, 2026
Latestରାଜ୍ୟ

ପୁଣି ବର୍ଷିବ

ଭୁବନେଶ୍ୱର() () ୧୮ରୁ ପୁଣି ବଢ଼ିବ ବର୍ଷା।ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା ରହିଛି ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

କେନ୍ଦ୍ର ପକ୍ଷରୁ ଆହୁରି ଆକଳନ କରାଯାଇଛି ଯେ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବଲାଙ୍ଗୀର, ସୋନପୁର, ଅନୁଗୁଳ, ଢେଙ୍କାନାଳ, କଟକ, ଯାଜପୁର, ଭଦ୍ରକ, ମୟୂରଭଞ୍ଜ, ଖୋର୍ଧା, ପୁରୀ ଓ କେନ୍ଦୁଝରରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ।

Share

Leave a Reply

Your email address will not be published. Required fields are marked *

8 + four =