Thursday, October 29, 2026
Latestରାଜ୍ୟ

ଆସନ୍ତାକାଲିଠୁ ପ୍ରବଳ ବର୍ଷିବ

ଭୁବନେଶ୍ୱର() ଆସନ୍ତାକାଲିଠୁ ତିନି ଦିନ ଯାଏ ରାଜ୍ୟରେ ବର୍ଷା ହେବ। ପଶ୍ଚିମବଙ୍ଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ପ୍ରଭାବରେ ଆସନ୍ତାକାଲିଠୁ ତିନି ଦିନ ଯାଏ ରାଜ୍ୟରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।ଏନେଇ ସତର୍କ ସୂଚନା ଜାରି କରିଛନ୍ତି ଆଂଚଳିକ ପାଣିପାଗ କେନ୍ଦ୍ର ।
ରାଜ୍ୟର ୮ଟି ଜିଲ୍ଲାର ବର୍ଷା ହେବାର ସମ୍ଭାବନା ରହିଛି। ସେହି ଜିଲ୍ଲାଗୁଡ଼ିକ ହେଲା ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ଦେଓଗଡ଼, ଅନୁଗୋଳ ଓ କେନ୍ଦୁଝର।

Share

Leave a Reply

Your email address will not be published. Required fields are marked *

15 − 8 =