୧୨ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର()  ମରାଠାଠାରୁ ଦକ୍ଷିଣ ତାମିଲନାଡୁ ଯାଏଁ ଏକ ଟ୍ରପ୍ ଲାଇନ୍ ସୃଷ୍ଟି ହୋଇଛି । ଟ୍ରପ୍ ଲାଇନ୍ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ପରିସ୍ଥିତିକୁ ଦୃଷ୍ଟିରେ ରଖି ୧୨ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ଜିଲ୍ଲାଗୁଡ଼ିକ ହେଲା କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ, ବାଲେଶ୍ବର, କେନ୍ଦ୍ରାପଡ଼ା, କଟକ, ନୟାଗଡ଼, ଖୋର୍ଧା ଓ କନ୍ଧମାଳ, ଢେଙ୍କାନାଳ ଜିଲ୍ଲାରେ ପ୍ରବଳ ବର୍ଷା ହେବ।

Share

Leave a Reply

Your email address will not be published. Required fields are marked *

five × 2 =