ଗୁରୁବାର : ଆଜି ଏହି ୭ଟି ରାଶିର ବ୍ୟକ୍ତିଙ୍କ ଚମକିବ ଭାଗ୍ୟ…

ମେଷ – ପୂଜାପାଠରେ ଆପଣଙ୍କ ମନ ଅଧିକ ଲାଗି ରହିବ । ଜୀବନରେ ସକାରାତ୍ମକ ପରିର୍ବନ ଆସିବ । ବ୍ୟବସାୟିକ କାର୍ଯ୍ୟ ଲାଗି ଭଲ ଦିନଟିଏ । ଆପଣଙ୍କୁ କୌଣସି ମହତ୍ୱପୂର୍ଣ୍ଣ ସମାଚାର ମିଳିବ । ପ୍ରେମରେ ସଫଳ ହେବେ । ଶୁଭ ରଙ୍ଗ ବାଦାମୀ । ଶୁଭ ଅଙ୍କ ୧ ।

ବୃଷ – କାମ ପ୍ରତି ଆପଣଙ୍କର ପରିଶ୍ରମ ଆଗକୁ ଲାଭ ଦେବ । ଆପଣଙ୍କୁ କୌଣସି ବିଶେଷ କଥାର ସୂଚନା ମିଳିବ । ଅଫିସରେ କୌଣସି କାମକୁ ନେଇ ଚିନ୍ତନ ମନ୍ଥନ କରିପାରନ୍ତି । ପ୍ରେମୀ ଯୁଗଳଙ୍କ ଲାଗି ଦିନଟି ଭଲ ରହିବ । ଶୁଭ ରଙ୍ଗ ହଳଦୀଆ । ଶୁଭ ଅଙ୍କ ୮ ।

ମିଥୁନ – ଦିନଟି ବୁଲିବାରେ ଅଧିକ ସମୟ କଟିବ । ମହତ୍ୱପୂର୍ଣ୍ଣ ମାମଲାରେ ବନ୍ଧୁଙ୍କ ସହିତ କଥାର୍ବାା ହେବେ । ବେପାରିବର୍ଗଙ୍କୁ ଅଚାନକ ଧନଲାଭ ହୋଇପାରେ । ଆପଣଙ୍କ ଦାମ୍ପତ୍ୟ ଜୀବନ ଭଲ ରହିବ । ଲେଖାପଢାରେ ସାଥୀଙ୍କ ସାହାର୍ଯ୍ୟ ମିଳିବ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୪ ।

କର୍କଟ – ଆପଣଙ୍କ ଜୀବନ ଲାଗି ସଫଳତାର ଦିନଟିଏ । ମନ ଚାହୁଁଥିବା କଂପାନିରେ ଚାକିରି ମିଳିବା ହେତୁ ଖୁସି ହେବେ । କାରବାରରେ ଆପଣଙ୍କୁ ଫାଇଦା ହେବ । ପରିବାରରେ ଲାଗି ରହିଥିବା ସମସ୍ୟାର ସମାଧାନ ହୋଇପାରେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୭ ।

ସିଂହ – ଆମଦାନୀ ପାଇଁ ନୂଆ ରଣନୀତି ପ୍ରସ୍ତୁତ କରିବେ । ଅନୁଭବୀଙ୍କ ଠାରୁ ସାହାର୍ଯ୍ୟ ମିଳିପାରେ । ଅଫିସ କାମକୁ ପୂରା କରିବାରେ ସକ୍ଷମ ହେବେ । କୌଣସି ସଂପର୍କିୟଙ୍କ ସହିତ ମିଳନର ଯୋଗ ରହିଛି । ଆଇନ୍ ଛାତ୍ରଙ୍କ ଲାଗି ବଢିଆ ରହିବ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୨ ।

କନ୍ୟା – ଦିନଚର୍ଯ୍ୟାରେ ପରିର୍ବନ କରିବା ଲାଗି ଭାବି ପାରନ୍ତି । ବ୍ୟବସାୟ ସମ୍ବନ୍ଧରେ ଯାତ୍ରା କରିବାକୁ ପଡିପାରେ । ଅବଶ୍ୟକତା ଅନୁସାରେ ଖର୍ଚ୍ଚ କରନ୍ତୁ । ସ୍ୱାସ୍ଥ୍ୟ ସମ୍ବନ୍ଧରେ ସଚେତ ରହନ୍ତୁ । ଛାତ୍ରଙ୍କୁ ସିନିୟରଙ୍କ ସହଯୋଗ ମିଳିବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୬ ।

ତୁଳା- ଆର୍ଥିକ ମାମଲା ପାଇଁ ଦିନଟି ଭଲ । ବ୍ୟବସାୟ କ୍ଷେତ୍ରରେ ଥିବା ବ୍ୟକ୍ତି ବିଶେଷଙ୍କ ଲାଗି ଧନ ଲାଭର ସୁଯୋଗ ରହିଛି । ଅଫିସରେ ର୍କୃପକ୍ଷଙ୍କ ଭଲ ସହଯୋଗ ମିଳିବ । ନୂଆ ପରି ଯୋଜନା ପୂରା କରିବାରେ ସଫଳ ହେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୧ ।

ବିଛା – ବ୍ୟବସାୟୀଙ୍କ ପାଇଁ ଦିନଟି ଲାଭପ୍ରଦ । ଆପଣ ଭାବିଥିବା କାମ ପୂରା ହୋଇପାରେ । କାହାରିକୁ କିଛି ଦେବାର ଯୋଜନା କରିବେ । ପରିବାରର ସବୁ ସଦସ୍ୟଙ୍କ ମଧ୍ୟରେ ପ୍ରେମ ବଢିବ । ଅବିବାହିତଙ୍କ ଲାଗି ବିବାହର ନୂଆ ପ୍ରସ୍ତାବ ଆସିବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୯ ।

ଧନୁ – ଦିନଟି ଆତ୍ମବିଶ୍ୱାସରେ ଭରା ରହିବ । କୌଣସି ଅଶାନ୍ତି ଆପଣଙ୍କ ପାଖକୁ ଆସିବ ନାହିଁ । ଜୀବନସାଥୀଙ୍କ ସହଯୋଗରେ ଆପଣଙ୍କୁ ଲାଭ ମିଳିବ । ସ୍ୱାସ୍ଥ୍ୟ ଭଲ ରହିବ । ଶୁଭ ରଙ୍ଗ ହଳଦୀଆ । ଶୁଭ ଅଙ୍କ ୪ ।

ମକର – ଧାର୍ମିକ କାର୍ଯ୍ୟରେ ସହଯୋଗ କରନ୍ତୁ, ସବୁ ସମସ୍ୟାର ସମାଧାନ ହୋଇଯିବ । ନୂଆ ଲୋକଙ୍କ ସହିତ ମିଶିବେ । ବ୍ୟବସାୟରେ ସଫଳତା ଓ ଲାଭ ପାଇଁ ପରିଶ୍ରମ ଅଧିକ କରିବାକୁ ପଡିବ । ଯାତୟାତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ । ଶୁଭ ରଙ୍ଗ ବାଦାମୀ । ଶୁଭ ଅଙ୍କ ୭ ।

କୁମ୍ଭ – ଆପଣ ନିଜକୁ ସୁସ୍ଥ ସବଳ ଅନୁଭବ କରିବେ । କିଛି ମହତ୍ୱପୂର୍ଣ୍ଣ ଲୋକଙ୍କ ସହିତ ସଂପର୍କ ହେବ । ଜୀବନରେ ଆଗକୁ ବଢିବା ପାଇଁ ନୂଆ ରାସ୍ତା ଖୋଲିବ । ବ୍ୟବସାୟରେ ଯଥେଷ୍ଟ ଲାଭ ପାଇବେ । ପ୍ରେମ ସମ୍ବନ୍ଧ ମଜଭୁତ ହେବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୨ ।

ମୀନ – ଆପଣଙ୍କର ମାନସିକ ଶାନ୍ତି ବଜାୟ ରହିବ । ଆପଣ କୌଣସି ନୂଆ କାମ ପାଇଁ ଯୋଜନା ପ୍ରସ୍ତୁତ କରିପାରନ୍ତି । ରାଜନୀତିରେ ସାକ୍ଷାତ୍ ଆଲୋଚନା ଭଲ ରହିବ । ଆର୍ଥିକ ରୂପେ ଆପଣ ମଜଭୁତ ବଜାୟ ରହିବେ । ଶୁଭ ରଙ୍ଗ ଗାଢ ଲାଲ୍ । ଶୁଭ ଅଙ୍କ ୬ ।

Share

Leave a Reply

Your email address will not be published. Required fields are marked *

4 + 19 =