ସରକାରଙ୍କ ପକ୍ଷରୁ ସୁପ୍ରିମକୋର୍ଟରେ ସତ୍ୟପାଠ ଦାଖଲ

ନୂଆଦିଲ୍ଲୀ()  ସୁପ୍ରିମକୋର୍ଟରେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ମାମଲାର ଶୁଣାଣି ଆରମ୍ଭ ହୋଇଛି । ଜଷ୍ଟିସ୍ ଏସ ରବୀନ୍ଦ୍ର ଭଟ୍ଟଙ୍କ କୋର୍ଟରେ ଶୁଣାଣି ଆରମ୍ଭ ହୋଇଥିବା ବେଳେ ମୂଳ ପିଟିସନ ସହ ମୋଟିଫିକେସନ ପିଟିସନର ଏକତ୍ର ଶୁଣାଣି ନେଇ ଶୁଣାଣି ଚାଲିଛି । ରଥଯାତ୍ରା ସପକ୍ଷରେ ୧୭ଟି ମୋଡିଫିକେସନ ପିଟିସନ ଦାଖଲ ହୋଇଛି ।

ଅନ୍ୟପଟେ ରାଜ୍ୟ ସରକାରଙ୍କ ପକ୍ଷରୁ ସୁପ୍ରିମକୋର୍ଟରେ ସତ୍ୟପାଠ ଦାଖଲ ହୋଇଛି । ଗତପତିଙ୍କ ଅନୁରୋଧ କ୍ରମେ ରାଜ୍ୟ ସରକାର ରଥଯାତ୍ରା କରିପାରିବେ । ପ୍ରିନ୍ସିପାଲ ରେସିଡେଣ୍ଟ କମିଶନର ସଞ୍ଜୀବ ମିଶ୍ର ଦାଖଲ କରିଛନ୍ତି ସତ୍ୟପାଠ ।

Share

Leave a Reply

Your email address will not be published. Required fields are marked *

9 − 6 =