ଆଜିଠାରୁ ରାଜ୍ୟର ସମସ୍ତ ସ୍କୁଲ ୫ଦିନ ଛୁଟି

ଆଜିଠାରୁ ରାଜ୍ୟର ସମସ୍ତ ସ୍କୁଲ ଛୁଟି l ଆଜିଠାରୁ ୩୦ ତାରିଖ ପର୍ଯ୍ୟନ୍ତ ୫ ଦିନ ପାଇଁ ସ୍କୁଲ ଛୁଟି ରହିବ । ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ୫ ଦିନ ଛୁଟି ରହିବ । ସ୍କୁଲ ଛୁଟି ସତ୍ତ୍ୱେ ମାଟ୍ରିକ ଓ +୨ ପରୀକ୍ଷା ଚାଲୁ ରହିବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସୂଚନା ଦେଇଛି ।

 

 

 

 

 

 

 

 

Share

Leave a Reply

Your email address will not be published. Required fields are marked *

three + fifteen =