ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଲା ମନ୍ତ୍ରୀ ପରିଷଦ ବୈଠକ

ଭୁବନେଶ୍ୱର: ଆରମ୍ଭ ହୋଇଛି ମନ୍ତ୍ରୀ ପରିଷଦ ବୈଠକ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧକ୍ଷତାରେ ମନ୍ତ୍ରୀ ପରିଷଦ ବୈଠକ ଆରମ୍ଭ ହୋଇଛି।ଦୁଇବର୍ଷ ତଳେ ମେ’ ୨୯ରେ ୫ମ ଥର ପାଇଁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ଵ ଗ୍ରହଣ କରିଥିଲେ ନବୀନ ପଟ୍ଟନାୟକ।ପଞ୍ଚମ ପାଳିର ଦୁଇବର୍ଷ ପୂର୍ତ୍ତି ଉପଲକ୍ଷେ ଏହି ବୈଠକ କରାଯାଇଛି।

ତେବେ ଏବେ ରାଜ୍ୟରେ ମହାମାରୀ ସ୍ଥିତି ଦେଖାଦେଇ ଥିବା ସମୟରେ ବାତ୍ୟା ୟାସ୍ ଯୋଗୁଁ ବନ୍ୟା ସ୍ଥିତି ମଧ୍ୟ ସୃଷ୍ଟି ହୋଇଛି ।ତେବେ ବନ୍ୟା ଅଞ୍ଚଳରେ ରିଲିଫ୍ ବଣ୍ଟନ କାର୍ଯ୍ୟ ଚାଲିଥିବା ସମୟରେ ଆଗାମୀ ଦିନରେ ରାଜ୍ୟ ପ୍ରଶାସନର ଆଭିମୁଖ୍ୟ ନେଇ ମୁଖ୍ୟମନ୍ତ୍ରୀ ଦେଇ ପାରନ୍ତି କିଛି ଗୁରୁତ୍ଵପୂର୍ଣ୍ଣ ବାର୍ତ୍ତା ।

 

 

Share

Leave a Reply

Your email address will not be published. Required fields are marked *

14 − two =