ରାଜ୍ୟରେ ଆରମ୍ଭ ହେଲା ନବମ ଶ୍ରେଣୀ ପାଠପଢ଼ା

ଭୁବନେଶ୍ୱର: ଆଜିଠୁ ରାଜ୍ୟରେ ଆରମ୍ଭ ହୋଇଛି ନବମ ଶ୍ରେଣୀରେ ପାଠପଢ଼ା । କରୋନା ସଂକ୍ରମଣ କମିବା ପରେ ସ୍ଥିତିକୁ ଦୃଷ୍ଟିରେ ରଖି କ୍ଲାସରୁମରେ ପାଠପଢ଼ା ଆରମ୍ଭ ହୋଇଛି

Read more