ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ବାଦୀ ଆଦର୍ଶ ବିଦ୍ୟାଳୟର ଅଧ୍ୟକ୍ଷ

ନୂଆପଡ଼ା: ୪ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ନୂଆପଡ଼ା ଜିଲା ଖଡ଼ିଆଳ ବାଦୀ ଆଦର୍ଶ ବିଦ୍ୟାଳୟର ଅଧ୍ୟକ୍ଷ ସୁଜନ କୁମାର ସାହୁ।

Read more