ଟିକା ନେଇଥିବା ଲୋକଙ୍କୁ ଇଣ୍ଡିଗୋ ଏୟାରଲାଇନ୍ସ ପକ୍ଷରୁ ମିଳିବ ସ୍ୱତନ୍ତ୍ର ରିହାତି

ନୂଆଦିଲ୍ଲୀ: ଦେଶରେ ଟିକାକରଣ କରିବାକୁ ସରକାର ଅନବରତ ସଚେତନ କରିଚାଲିଛନ୍ତି। ଟିକାକରଣକୁ ସମର୍ଥନ କରିବା ଉଦ୍ଦେଶ୍ୟରେ ବିଭିନ୍ନ କ୍ଷେତ୍ରରେ ଆକର୍ଷଣୀୟ ଅଫର୍ ମଧ୍ୟ ପ୍ରଦାନ କରାଯାଉଛି। ଏହି

Read more