bhubneswar

Latestରାଜ୍ୟ

ଜ୍ୟୋତିପ୍ରକାଶଙ୍କ ପରିବାରକୁ ମିଳିବ ୪ ଲକ୍ଷ ଟଙ୍କା

ଭୁବନେଶ୍ୱର: ଡ୍ରେନରେ ଭାସିଯାଇଥିବା ଦଶମ ଶ୍ରେଣୀ ଛାତ୍ର ଜ୍ୟୋତିପ୍ରକାଶଙ୍କ ପରିବାରକୁ ମିଳିବ ୪ ଲକ୍ଷ ଟଙ୍କାର ଅନୁକମ୍ପା ରାଶି । ରିଲିଫ କୋଡ୍ ଅନୁସାରେ ମିଳିବ ମିଳିବ

Read More
Latestରାଜ୍ୟ

ମିଳିଲା ମୃତଦେହ

ଭୁବନେଶ୍ୱର: ଭୁବନେଶ୍ୱରରେ ଖୋଲା ନାଳରେ ଭାସିଯାଇଥିବା ନିଖୋଜ ଛାତ୍ର ଜ୍ୟୋତିପ୍ରକାଶଙ୍କ ମୃତଦେହର ସନ୍ଧାନ ମିଳିଛି । ପଞ୍ଚସଖା ନଗରର ମୁଖ୍ୟ ଡ୍ରେନ ନିକଟସ୍ଥ ବୁଦା ଭିତରୁ ମୃତଦେହ

Read More
Latestରାଜ୍ୟ

ଉପଯୁକ୍ତ ଚିକିତ୍ସା ଓ ସଚେତନତା ଦ୍ୱାରା ଶିଶୁ ମାନେ କର୍କଟ ରୋଗରୁ ସମ୍ପୂର୍ଣ୍ଣ ଆରୋଗ୍ୟ ଲାଭ କରି ପାରିବେ : ବିଶେଷଜ୍ଞ

ଭୁବନେଶ୍ୱର, : ଶିଶୁ ମାନଙ୍କ କ୍ଷେତ୍ରରେ କର୍କଟ ରୋଗର ଚିକିତ୍ସା କଷ୍ଟକର ହୋଇପାରେ କିନ୍ତୁ ନିରାଶାଜନକ ନୁହେଁ | ସଠିକ ସମୟରେ ଲକ୍ଷଣ ଚି଼ହ୍ନଟ, ଉପଯୁକ୍ତ ଚିକିତ୍ସା

Read More
Latestରାଜ୍ୟ

ନାଳରେ ଭାସିଗଲେ ଛାତ୍ର

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ବରରେ ପ୍ରଥମ ଘଟଣା। ନାଳରେ ଭାସିଯାଇ ନାବାଳକ ନିଖୋଜ। ଟ୍ୟୁସନ ଯିବା ବେଳେ ଡ୍ରେନରେ ଭାସିଗଲେ ନାବାଳକ। ଭୁବନେଶ୍ବର ଶତାବ୍ଦୀ ନଗର ବ୍ୟାଙ୍କ କଲୋନୀ

Read More
Latestରାଜ୍ୟ

ଭୁବନେଶ୍ୱର ଉପ ଜିଲାପାଳ ଓ ତହସିଲ କାର୍ଯ୍ୟାଳୟ ୫ ଦିନ ବନ୍ଦ

ଭୁବନେଶ୍ୱର: ଭୁବନେଶ୍ୱର ଉପ ଜିଲାପାଳଙ୍କ କାର୍ଯ୍ୟାଳୟ ଓ ତହସିଲ କାର୍ଯ୍ୟାଳୟରେ କେତେକ କର୍ମଚାରୀ କୋଭିଡ ସଂକ୍ରମିତ ଚିହ୍ନଟ ହେବାପରେ ଉଭୟ କାର୍ଯ୍ୟାଳୟକୁ ବନ୍ଦ ରଖାଯାଇଛି। ଏହି ଦୁଇ

Read More
Latestରାଜ୍ୟ

ଭୁବନେଶ୍ୱର ଆସିଲା ସ୍ୱିଗି ବୟ ଚିକୁନ୍

ଭୁବନେଶ୍ୱର: ଭୁବନେଶ୍ୱରରେ ପହଞ୍ଚିଲା ସ୍ୱିଗି ଡେଲିଭରି ବୟ । ପତିତପାବନ ପୃଷ୍ଟି ଓରଫ ଚିକୁନ୍ ଓ ଯୁବତୀକୁ ଉତ୍କଳ ଏକ୍ସପ୍ରେସରେ ଓଡ଼ିଶା ଆଣିଲା ଭୁବନେଶ୍ୱର କମିଶନରେଟ୍ ପୋଲିସର

Read More
Latestରାଜ୍ୟ

ଦୁର୍ବଳ ରୋଗ ପ୍ରତିରୋଧକ ଶକ୍ତି ଥିବା ବ୍ୟକ୍ତିଙ୍କର କୋଭିଡ ଟୀକା ନେବା ସତ୍ୱେ ସଂକ୍ରମଣ ହେଉଛି : ବିଶେଷଜ୍ଞ

ଭୁବନେଶ୍ୱର: କୋଭି ଡ୍ରୁ ରକ୍ଷା ପାଇବା ପାଇଁ ଦୁଇଟି ପ୍ରତି ଷେଧକ ଟୀକା ନେବା ପରେ ମଧ୍ୟ ଲୋକେ ଏହି ସଂକ୍ରମଣର ଶି କାର ହେଉଥିବା ଅନେକଙ୍କୁ

Read More