ସୁ-୩୦ ଏମକେଆଇ ବାୟୁଯାନରୁ ବ୍ରହ୍ମୋସ କ୍ଷେପଣାସ୍ତ୍ରର ପରୀକ୍ଷଣ

ନୂଆଦିଲ୍ଲୀ () ଆଜି ଆଇଏଏଫ ଏହାର ଆଗଧାଡିର ବାୟୁଯାନ ସୁ-୩୦ ଏମକେଆଇରୁ ସଫଳତାର ସହ ବାୟୁ ମାର୍ଗରେ ଗତି କରୁଥିବା ବ୍ରହ୍ମୋସ କ୍ଷେପଣାସ୍ତ୍ରର ପରୀକ୍ଷଣ କରିଛି ।

Read more