କରୋନାରେ ଟେଷ୍ଟିଂ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଧର୍ମେନ୍ଦ୍ରଙ୍କ ଆହ୍ୱାନ

ଭୁବନେଶ୍ୱର: କରୋନା ମହାମାରୀ ସମୟରେ ମାନ୍ୟବର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ସ୍ୱାସ୍ଥ୍ୟ ବିଶେଷଜ୍ଞମାନେ ଟ୍ରେସିଂ,ଟେଷ୍ଟିଂ ଓ ଟ୍ରିଟମେଣ୍ଟ କୁ ଗୁରୁତ୍ୱ ଦେଇ ଆସୁଛନ୍ତି । ତେଣୁ

Read more