ଭୁବନେଶ୍ୱରରେ ୬ ଡେଙ୍ଗୁ ରୋଗୀ ଚିହ୍ନଟ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରୁ ୬ ଜଣ ଡେଙ୍ଗ ରୋଗୀ ଚିହ୍ନଟ ହୋଇଛନ୍ତି । ତେବେ ରାଜ୍ୟର ଅନ୍ୟ କେଉଁଠି ଚିହ୍ନଟ ହୋଇନଥିବା କହିଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ।

Read more