ex pm manmohan singh covid positive

Latestରାଜ୍ୟ

ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କୁ କରୋନା

ନୂଆଦିଲ୍ଲୀ: ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ କରୋନା ପଜିଟିଭ ଚିହ୍ନଟ | କରୋନାରେ ସଂକ୍ରମିତ ହେବା ପରେ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ

Read More