ବସ୍ରେ ନାବାଳିକାଙ୍କୁ ଦୁଷ୍କର୍ମ

ପୁରୀ()  ପୁରୀରେ ଜଣେ ଆଦିବାସୀ ନାବାଳିକାଙ୍କୁ ଦୁଷ୍କର୍ମ ହୋଇଥିବା ଅଭିଯୋଗ ହୋଇଛି । ଶରଧାବାଲିରେ ପୀଡିତା ନାବାଳିକା କାନ୍ଦୁଥିବା ଦେଖି ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ।

Read more