ଡାକ୍ତରଖାନାରେ ନାସିରୁଦ୍ଧିନ ଶାହା

ମୁମ୍ବାଇ: ପ୍ରସିଦ୍ଧ ବଲିଉଡ଼ ଅଭିନେତା ନାସିରୁଦ୍ଦିନ ଶାହ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ନିମୋନିଆ କାରଣରୁ ତାଙ୍କୁ ମୁମ୍ବଇ ସ୍ଥିତ ଏକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ଜଣାପଡ଼ିଛି। ୨

Read more