ନଦୀବନ୍ଧ ସୁରକ୍ଷା ବିଲକୁ କ୍ୟାବିନେଟ ଅନୁମୋଦନ

ନୂଆଦିଲ୍ଲୀ, 13/06 () ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ନଦୀବନ୍ଧ ସୁରକ୍ଷା ବିଲ୍ ୨୦୧୮କୁ ସଂସଦରେ ଉପସ୍ଥାପନ କରିବା ପ୍ରସ୍ତାବକୁ ମଞ୍ଜୁର କରିଛନ୍ତି

Read more