ସ୍ୱାଧୀନତା ଦିବସରେ ରାଜ୍ୟବାସୀଙ୍କୁ ନବୀନଙ୍କ ସମ୍ବୋଧନ: ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ରାଜ୍ୟର ସାଢେ ତିନି କୋଟି ଲୋକ ପାଇବେ ସ୍ମାର୍ଟ ହେଲଥ୍ କାର୍ଡ
ଭୁବନେଶ୍ବର: ଆଜି ଭୁବନେଶ୍ବର ପଦର୍ଶନୀ ପଡିଆରେ ରାଜ୍ୟସ୍ତରୀୟ ୭୫ତମ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ ରାଜ୍ୟ ସ୍ତରୀୟ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି
Read More