naveen pattnaik

ରାଜନୀତିରାଜ୍ୟ

ବିଜେଡ଼ି ରାଜ୍ୟ କାର୍ଯ୍ୟାଳୟର ଭିତ୍ତି ପ୍ରସ୍ତର ଉଦଘାଟିତ

ଭୁବନେଶ୍ୱର : ପବିତ୍ର ରଥଯାତ୍ରାରେ ବିଜୁ ଜନତା ଦଳର ରାଜ୍ୟ କାର୍ଯ୍ୟାଳୟ ନିର୍ମାଣର ଶୁଭାରମ୍ଭ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏହାର ଭିତ୍ତିପ୍ରସ୍ତର ସ୍ଥାପନ

Read More
ରାଜ୍ୟ

ରଥଯାତ୍ରାରେ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଭୁବନେଶ୍ୱର: ଶ୍ରୀକ୍ଷେତ୍ର ପୁରୀରେ ପବିତ୍ର ରଥଯାତ୍ରା ଜାରି ରହିଛି । ଏହି ଅବସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ଟୁଇଟ କରି ନବୀନ

Read More
ରାଜ୍ୟ

ଓଡ଼ିଶାର ଅଲମ୍ପିୟାନଙ୍କ ସହ କଥାହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଚଳିତ ମାସ ଶେଷ ଭାଗରେ ଅନୁଷ୍ଠିତ ହେବାକୁ ଥିବା ଟୋକିଓ ଅଲମ୍ପିକସ ରେ ଭାଗ ନେଉଥିବା ଓଡିଶାର ଅଲମ୍ପିୟାନ ମାନଙ୍କ ସହିତ ଭର୍ଚୁଆଲ ମାଧ୍ୟମରେ ମୁଖ୍ୟମନ୍ତ୍ରୀ

Read More
ରାଜନୀତିରାଜ୍ୟ

ଆଦିମ ଜନଜାତିଙ୍କ ଲାଗି ମୁଖ୍ୟମନ୍ତ୍ରୀଙ୍କ ପ୍ୟାକେଜ ଘୋଷଣା

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ୬୪,୨୧୪ଟି ଆପଦଗ୍ରସ୍ତ ଆଦିମ ଜନଜାତି ପରିବାରକୁ (ଚଠଞଏ) ୫୦୦୦ ଟଙ୍କା ଲେଖାଏଁ ‘ ମୁଖ୍ୟମନ୍ତ୍ରୀଙ୍କ ସ୍ଵତନ୍ତ୍ର କୋଭିଡ ସହାୟତା

Read More
ଜାତୀୟମନୋରଞ୍ଜନରାଜ୍ୟ

ଦିଲ୍ଲୀପ କୁମାରଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବର୍ଷିୟାନ ଅଭିନେତା ଦିଲ୍ଲୀପ କୁମାରଙ୍କ ପରଲୋକ ହୋଇଛି । ତାଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନ୍ଖକ୍ସ ଟ୍ୱିଟର ହ୍ୟାଣ୍ଡେଲରେ

Read More
ରାଜ୍ୟ

ଭୁବନେଶ୍ୱର ଏମ୍ସ ପରିସରରେ ଅଗ୍ନଶମ ସେବାକେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ

ଭୁବନେଶ୍ୱର: ଭୁବନେଶ୍ୱର ଏମ୍ ସ୍ ପରିସରରେ ଏଟ ଅଗ୍ନିଶମ ସେବା କେନ୍ଦ୍ର ଖୋଲାଯିବା ପ୍ରସ୍ତାବ କୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ମଞୁର କରିଛନ୍ତି । ଏହି

Read More
ରାଜ୍ୟ

ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆବାସ ଯୋଜନାକୁ ନେଇ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଫନି କ୍ଷତିଗ୍ରସ୍ତଙ୍କ ପାଇଁ ୮.୧୭ ଲକ୍ଷ ଘର ମଞ୍ଜୁର କରିଥିବାରୁ ପ୍ରଧାନମନ୍ତ୍ରୀଙ୍କୁ

Read More
ରାଜ୍ୟ

ମୁଖ୍ୟମନ୍ତ୍ରୀ କରିବେ ରଥଯାତ୍ରାର ସମୀକ୍ଷା ବୈଠକ

ଭୁବନେଶ୍ୱର: ରଥଯାତ୍ରା ପ୍ରସ୍ତୁତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୮ ତାରିଖରେ ଉଚ୍ଚସ୍ତରୀୟ ବୈଠକରେ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ । ଏଥିରେ ଶ୍ରୀମନ୍ଦିର ପ୍ରଶାସନ,

Read More
ରାଜନୀତିରାଜ୍ୟ

ଉପରାଷ୍ଟ୍ରପତିଙ୍କ ଜନ୍ମଦିନରେ ଶୁଭେଚ୍ଛା ଜଣାଇଲେ ନବୀନ

ଭୁବନେଶ୍ୱର: ଭାରତର ଉପରାଷ୍ଟ୍ରପତି ଭେଙ୍କେୟା ନାଉଡୁଙ୍କ ଜନ୍ମଦିନ । ଏହି ଅବସରରେ ତାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନିଜ ଟ୍ୱିଟର ହ୍ୟାଣ୍ଡେଲ

Read More