ନଭେମ୍ବର ୨୧ ସୁଦ୍ଧା ଓଟିଇଟି ପରୀକ୍ଷା ଫଳ ପ୍ରକାଶ ପାଇବ

ଭୁବନେଶ୍ବର () ଆସନ୍ତା ନଭେମ୍ବର ୨୧ ସୁଦ୍ଧା ଓଟିଇଟି ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଗୁରୁତ୍ୱପୂର୍ଣ୍ଣ ବୈଠକରେ ନିଷ୍ପତ୍ତି ହୋଇଛି।

Read more