ପଦ୍ମଶ୍ରୀ ବିଜେତାଙ୍କୁ ମିଳିବ ମାସିକ ୧୦ ହଜାର ଟଙ୍କାର ଭତା

ଭୁବନେଶ୍ବର () : ରାଜ୍ୟର ଆର୍ଥିକ ଅନଗ୍ରସର ପଦ୍ମଶ୍ରୀ ବିଜେତା ବ୍ୟକ୍ତିତ୍ବମାନଙ୍କୁ ମାସକୁ ୧୦ ହଜାର ଟଙ୍କା ପ୍ରଦାନ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି

Read more