ପୂର୍ବତନ ପ୍ରଧାନମନ୍ତ୍ରୀ ନଓ୍ୱାଜ ସରିଫଙ୍କୁ ହୃଦଘାତ

ପାନାମା ଦୁର୍ନୀତି ମାମଲାରେ ଜେଲରେ ଥିବା ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନଓ୍ୱାଜ ସରିଫଙ୍କୁ ହୃଦଘାତ ହୋଇଛି। ସେ ସପ୍ତାହେ ହେବ ଲାହୋରର ଏକ ହସ୍ପିଟାଲରେ ଚିକିତ୍ସାଧୀନ ରହିଛନ୍ତି।

Read more