ଶିଳ୍ପୀଗୁରୁ ରଘୁନାଥଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ସମେତ କେନ୍ଦ୍ରମନ୍ତ୍ରୀଙ୍କ ଶୋକ ପ୍ରକାଶ

ଭୁବନେଶ୍ବର: ଅନ୍ତରାଷ୍ଟ୍ରୀୟ ସ୍ତରରେ ଓଡ଼ିଶାକୁ ସମ୍ମାନିତ କରିଥିବା ଖ୍ୟାତିସମ୍ପନ୍ନ ଭାସ୍କର୍ଯ୍ୟ ଶିଳ୍ପୀ ପଦ୍ମବିଭୂଷଣ, ରାଜ୍ୟସଭା ସାଂସଦ ରଘୁନାଥ ମହାପାତ୍ରଙ୍କ ବିୟୋଗରେ ଗଭୀର ଶୋକପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ

Read more