ନକ୍ସଲଙ୍କ କବଳରୁ ମୁକୁଳିଲେ ଅପହୃତ ଯବାନ ରାକେଶ୍ୱର

ଛତିଶଗଡ଼: ଶେଷରେ ମାଓବାଦୀଙ୍କ କବଳରୁ ମୁକୁଳିଲେ ଅପହୃତ ଯବାନ ରାକେଶ୍ୱର। କୋବ୍ରା ଯବାନ ରାକେଶ୍ୱର ସିଂହ ମନହାସଙ୍କୁ ନକ୍ସଲ ଛାଡିଥିବା ସୂଚନା ମିଳିଛି। ବିଜାପୁର ନକ୍ସଲ ଆକ୍ରମଣ

Read more