ସ୍କୁଲର ରୂପାନ୍ତର ପିଲାମାନଙ୍କ ଭିତରେ ମଧ୍ୟ ରୂପାନ୍ତର ଆଣିପାରିଛି, ଆତ୍ମବିଶ୍ୱାସ ବୃଦ୍ଧି କରିଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:5T କାର୍ଯ୍ୟକ୍ରମ ର ହିଞ୍ଜିଳିର ସମସ୍ତ ୫୦ଟି ରୂପାନ୍ତରିତ ସ୍କୁଲକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକାର୍ପିତ କରିଛନ୍ତି। ଆଜି ପଞ୍ଚମ ଓ ଶେଷ ପର୍ଯ୍ୟାୟରେ ସେ ଆଉ

Read more