ଉପେନ୍ଦ୍ର କୁମାର ପାହାଡ଼ସିଂଙ୍କ ବିୟୋଗରେ ଶୋକ ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପ୍ରତିଷ୍ଠ ରେଡିଓ ଉପସ୍ଥାପକ ଉପେନ୍ଦ୍ର କୁମାର ପାହାଡ଼ସିଂଙ୍କ ଗତକାଲି ପରଲୋକ ହୋଇଛି । ତାଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

Read more