ବାଧ୍ୟତାମୂଳକ ଛୁଟିରେ ଗଲେ ଭୀମସାର ନିର୍ଦ୍ଦେଶକ ଡାକ୍ତର ଅଶ୍ୱିନୀ ପୂଜାହାରୀ

ସ୍ୱାସ୍ଥ୍ୟବିଭାଗର ନିର୍ଦ୍ଦେଶ ପରେ ଛୁଟିରେ ଗଲେ ଭିମସାର ନିର୍ଦ୍ଦେଶକ ଅଶ୍ୱିନୀ ପୂଜାହାରୀ । ଭୀମସାର ନିର୍ଦ୍ଦେଶକ ଡାକ୍ତର ଅଶ୍ୱିନୀ ପୂଜାହାରୀଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି କରିଛି

Read more