Uncategorized

ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର

ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର ।

ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୬୪,୭୩୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୫୧,୦୦୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୬୪,୭୩୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୫୧,୦୦୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧,୬୪,୭୩୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ଦର ୧,୫୧,୦୦୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୬୪,୮୮୦ ଟଙ୍କା ଓ ୨୨ କ୍ୟାରେଟ୍ ୧,୫୧,୧୫୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧,୬୫,୮୨୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୫୨,୦୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୬୪,୭୩୦ ଓ ୧,୫୧,୦୦୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୨,୯୫,୦୦୦ ଟଙ୍କା ହୋଇଛି ।

Share

Leave a Reply

Your email address will not be published. Required fields are marked *

five × one =