ବିରଳ ଦମ୍ପତିଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଆଶୀର୍ବାଦ

ବ୍ରହ୍ମପୁର: ବିରଳ ବାହାଘରରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ |ଦୁଇ ଏଚଆଇଭି ସଂକ୍ରମିତ ସାତଜନ୍ମର ସାଥି ହୋଇଛନ୍ତି | ବ୍ରହ୍ମପୁର ସଞ୍ଜିବନୀ ଡେ କେୟାର ହୋମରେ ଦୁଇ ଏଚଆଇଭି ସଂକ୍ରମିତଙ୍କ ବାହାଘର ହୋଇଛି । ସମ୍ପୂର୍ଣ୍ଣ ବୈଦିକ ରିତିନୀତି ଅନୁଯାୟୀ ହୋଇଛି ବାହାଘର । ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ କନ୍ୟାଦାନ କରିଥିବା ବେଳେ, ଜିଲ୍ଲା ପ୍ରଶାସନର ବହୁ ବରିଷ୍ଠ ଅଧିକାରୀ ଉପସ୍ଥିତ ରହିଥିଲେ ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡ଼ିଓ କନଫରେନ୍ସ ମାଧ୍ୟମରେ ଯୋଗଦେଇ ନବଦମ୍ପତିଙ୍କୁ ଆଶୀର୍ବାଦ କରିଥିଲେ । ଏହି ବିବାହ ସମାଜ ପାଇଁ ଉଦାହରଣ ସୃଷ୍ଟି କରିବା ସହ, ଅନ୍ୟମାନଙ୍କ ପାଇଁ ପ୍ରେରଣା ଯୋଗାଇବ ବୋଲି ୫ଟି ସଚିବ ଭି.କେ ପାଣ୍ଡିଆନ୍ କହିଛନ୍ତି ।ତେବେ ବିବାହିତ ନବଦମ୍ପତ୍ତିଙ୍କୁ ୫ଟି ସଚିବ ଭୁବନେଶ୍ବର ଆସିଲେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ପାଇଁ ନିମନ୍ତ୍ରଣ ମଧ୍ୟ ଦେଇଛନ୍ତି ।

Share

Leave a Reply

Your email address will not be published. Required fields are marked *

five × four =