ପୁରୀରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହ୍ଵାନ

ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହ୍ଵାନ ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି । ଶ୍ରୀମନ୍ଦିର ପରିସରରେ ଥିବା ବିଭିନ୍ନ ଦେବଦେବୀ ମନ୍ଦିର ବୁଲି ଦେଖିଛନ୍ତି । ସପରିବାର ଶିବରାଜ ସିଂ ଶ୍ରୀଜିଉଙ୍କ ପୂଜାର୍ଚ୍ଚନା କରିଛନ୍ତି । ମହାପ୍ରଭୁଙ୍କ ଦର୍ଶନ କରି ସେ ବେଶ ଆନନ୍ଦିତ ବୋଲି କହିଛନ୍ତି ଶିବରାଜ ।

Share

Leave a Reply

Your email address will not be published. Required fields are marked *

16 − 11 =